ଗଞ୍ଜାମ ଜିଲ୍ଲା କବି- ସୂର୍ଯ୍ୟନଗର ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଗରେ ଦୁଇ ଯୁବକ ଙ୍କୁ ଖଣ୍ଡା ରେ ସଂଘବଧ ଆକ୍ରମଣ

0

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଗରେ ଦୁଇ ଯୁବକ ଙ୍କୁ ଖଣ୍ଡା ରେ ସଂଘବଧ ଆକ୍ରମଣ ହୋଇଛି l ଗୁରୁତର ଯୁବକ ନୁଆଁସାହି ର ସମୀର ବିଶ୍ୱାଳ ଓ ସତ୍ୟ ବିଶ୍ୱାଳ ହୋଇଥିବା ଜଣାପଡିଛି l ତେବେ ଯୁବକ ଙ୍କୁ ସଙ୍ଘବଧ ଆକ୍ରମଣ ର ପ୍ରକୃତ କାରଣ ଅସ୍ପଷ୍ଟ ରହିଥିବା ବେଳେ ଆଜି ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଚାଲିଥିବା ସମୟରେ ବିଦ୍ୟାଳୟ ବାହାରେ ଏହି ଆକ୍ରମଣ ହୋଇଛି l ଉଭୟଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କବିସୂର୍ଯ୍ୟନଗର ମେଡିକାଲ ରେ ଭର୍ତି କରାଯାଇଥିଲା l ଏଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି l ଖବର ପାଇ କବିସୂର୍ଯ୍ୟନଗର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି l

Related Posts
1 of 2
Leave A Reply

Your email address will not be published.

error: Content is protected !!
Latest News
ବିଜେପିର ମିଶ୍ରଣ ପର୍ବ, ଭୁଶୁଡି ଯିବ କି ବିଜେଡି ଗଡ଼ । ଗଞ୍ଜାମ ଜିଲ୍ଲା କବି- ସୂର୍ଯ୍ୟନଗର ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଗରେ ଦୁଇ ଯୁବକ ଙ୍କୁ ଖଣ୍ଡା ରେ ସଂଘବଧ... ସାଇ ମନ୍ଦିରରୁ ସୁନା ଅଳଙ୍କାର ଚୋରି| ଭୟଙ୍କର ବିସ୍ପୋରଣ ରେ ଚାଲିଗଲ ୨ ଜଣକ ଜୀବନ ନୂଆ ବର୍ଷରେ ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ କହି ଘରୁ ବାହାରିଥିଲେ ରଞ୍ଜନ , କିନ୍ତୁ ପରଦିନ ସକାଳେ ବିଲ ମଝିରେ ମରି ... ଟୁଙ୍ଗୁରୁ ଭୋଳ ପରି ଭଲ ପାଇଲା, ଦେହସୁଖ ପରେ ଛାଡିଦେଲା। ୨୦୨୦ ରେ ଟୁଙ୍ଗୁରୁ- ବର୍ଷା, ୨୦୨୫ ରେ ଶିବା-ଆରତୀ। ସାଗବାହାଳୀ ରୁ ସାନ କେନ୍ଦୁଗୁଡାକୁ ରାସ୍ତା ନିର୍ମାଣ ପାଇଁ ଗ୍ରାମ ବାସୀଙ୍କ ଦାବି। କ୍ଷୁଦ୍ଧାମୁକ୍ତ ବିକଶିତ ସମାଜ ଗଠନ ପାଇଁ ପ୍ରାଥମିକ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଉସ୍ୱାତୀର କର୍ମୀ ସମ୍ମୀଳନୀରେ ଘୁ.... ନଳଗୋହିରା ଶିକ୍ଷା ବିକାଶ ମଞ୍ଚ ଓ ନେହେରୁ ଯୁବକେନ୍ଦ୍ର, ଭଦ୍ରକର ମିଳିତ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗି... ମିକ୍ସଚର ଫ୍ୟାକ୍ଟ୍ରି ରେ ଅଗ୍ନିକାଣ୍ଡ