ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର: ଭୁବନେଶ୍ବର ଏମସରେ ଭର୍ତ୍ତି।

0

କୃଷ୍ଣପ୍ରସାଦ ୧୮। ୧୨ : ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ ଭୁବନେଶ୍ବର ଏମସରେ ଭର୍ତ୍ତି ହୋଇଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଜାଗିରିକୁଦା ଗାଁରେ ଘଟିଛି ଏଭଳି ଅଘଟଣ। କଟକ ଜିଲ୍ଲା ବାରଙ୍ଗ ଅଞ୍ଚଳରେ ଜଣେ ବାପାର ଉନ୍ମତ୍ତ କାଣ୍ଡ ଘଟଣା ଲୋକେ ଭୁଲି ନଥିବା ବେଳେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଅଞ୍ଚଳରୁ ସାମ୍ନାକୁ ଆସିଛି ସେଭଳି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ ଭୁବନେଶ୍ବର ଏମସରେ ଭର୍ତ୍ତି ହୋଇଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଜାଗିରିକୁଦା ଗାଁରେ ଘଟିଛି ଏଭଳି ଅଘଟଣ।

ପାରିବାରିକ କଳହକୁ କେନ୍ଦ୍ରକରି ବାପା ଓ ନିଜ ବଡ଼ପୁଅ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଅଭିଯୁକ୍ତ ବାପା କଟୁରିରେ ପୁଅକୁ ଆକ୍ରମଣ କରିଥିଲେ। ଏହାଫଳରେ ଗୁରୁତର ହୋଇଥିଲେ ପୁଅ। ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହ୍ମଗିରି ଓ ପରେ ଭୁବନେଶ୍ବର ଏମସକୁ ସ୍ଥାନାନ୍ତର କରିଛି ପୁଲିସ।
ପାରିବାରିକ କଳହକୁ କେନ୍ଦ୍ରକରି ବାପା ଓ ନିଜ ବଡ଼ପୁଅ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଅଭିଯୁକ୍ତ ବାପା କଟୁରିରେ ପୁଅକୁ ଆକ୍ରମଣ କରିଥିଲେ। ଏହାଫଳରେ ଗୁରୁତର ହୋଇଥିଲେ ପୁଅ। ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହ୍ମଗିରି ଓ ପରେ ଭୁବନେଶ୍ବର ଏମସକୁ ସ୍ଥାନାନ୍ତର କରିଛି ପୁଲିସ।

Related Posts
1 of 5

ଏପଟେ ଥାନାରେ ଅଭିଯୋଗ ପରେ ବାପାକୁ ଗିରଫ କରିଛି କୃଷ୍ଣପ୍ରସାଦ ଥାନା ପୁଲିସ। କିଛି ସମୟ ପରେ ତାଙ୍କୁ କୋର୍ଟ ଚାଲାଣ କରାଯିବା ନେଇ ସୂଚନା ଦେଇଛନ୍ତି କୃଷ୍ଣପ୍ରସାଦ ଥାନା ଆଇଆଇସି ବସନ୍ତ ସାହୁ।

Leave A Reply

Your email address will not be published.

error: Content is protected !!
Latest News
ବିଜେପିର ମିଶ୍ରଣ ପର୍ବ, ଭୁଶୁଡି ଯିବ କି ବିଜେଡି ଗଡ଼ । ଗଞ୍ଜାମ ଜିଲ୍ଲା କବି- ସୂର୍ଯ୍ୟନଗର ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଗରେ ଦୁଇ ଯୁବକ ଙ୍କୁ ଖଣ୍ଡା ରେ ସଂଘବଧ... ସାଇ ମନ୍ଦିରରୁ ସୁନା ଅଳଙ୍କାର ଚୋରି| ଭୟଙ୍କର ବିସ୍ପୋରଣ ରେ ଚାଲିଗଲ ୨ ଜଣକ ଜୀବନ ନୂଆ ବର୍ଷରେ ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ କହି ଘରୁ ବାହାରିଥିଲେ ରଞ୍ଜନ , କିନ୍ତୁ ପରଦିନ ସକାଳେ ବିଲ ମଝିରେ ମରି ... ଟୁଙ୍ଗୁରୁ ଭୋଳ ପରି ଭଲ ପାଇଲା, ଦେହସୁଖ ପରେ ଛାଡିଦେଲା। ୨୦୨୦ ରେ ଟୁଙ୍ଗୁରୁ- ବର୍ଷା, ୨୦୨୫ ରେ ଶିବା-ଆରତୀ। ସାଗବାହାଳୀ ରୁ ସାନ କେନ୍ଦୁଗୁଡାକୁ ରାସ୍ତା ନିର୍ମାଣ ପାଇଁ ଗ୍ରାମ ବାସୀଙ୍କ ଦାବି। କ୍ଷୁଦ୍ଧାମୁକ୍ତ ବିକଶିତ ସମାଜ ଗଠନ ପାଇଁ ପ୍ରାଥମିକ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଉସ୍ୱାତୀର କର୍ମୀ ସମ୍ମୀଳନୀରେ ଘୁ.... ନଳଗୋହିରା ଶିକ୍ଷା ବିକାଶ ମଞ୍ଚ ଓ ନେହେରୁ ଯୁବକେନ୍ଦ୍ର, ଭଦ୍ରକର ମିଳିତ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗି... ମିକ୍ସଚର ଫ୍ୟାକ୍ଟ୍ରି ରେ ଅଗ୍ନିକାଣ୍ଡ