ଫେବୃଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। ୧୨୬୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ।

0

ଭୁବନେଶ୍ଵର ୧୮। ୧୨ : ଫେବୃଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। ୧୨୬୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ବୁଧବାର ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଅଛନ୍ତି। ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି।

ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମସ୍ତ ପରୀକ୍ଷା ହେବ। ୧୮ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କର MIL (ଓଡ଼ିଆ) ପରୀକ୍ଷା ଅଛି। ୧୯ ତାରିଖରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ। ସେଦିନ ସେମାନଙ୍କର MIL (ଓଡ଼ିଆ) ପରୀକ୍ଷା ଅଛି। ୨୦ ତାରିଖରୁ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ।

Related Posts
1 of 5

୨୨ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ଇଂରାଜୀ ପରୀକ୍ଷା ହେଉଥିବା ବେଳେ ୨୮ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀ

Leave A Reply

Your email address will not be published.

error: Content is protected !!
Latest News
ବିଜେପିର ମିଶ୍ରଣ ପର୍ବ, ଭୁଶୁଡି ଯିବ କି ବିଜେଡି ଗଡ଼ । ଗଞ୍ଜାମ ଜିଲ୍ଲା କବି- ସୂର୍ଯ୍ୟନଗର ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଗରେ ଦୁଇ ଯୁବକ ଙ୍କୁ ଖଣ୍ଡା ରେ ସଂଘବଧ... ସାଇ ମନ୍ଦିରରୁ ସୁନା ଅଳଙ୍କାର ଚୋରି| ଭୟଙ୍କର ବିସ୍ପୋରଣ ରେ ଚାଲିଗଲ ୨ ଜଣକ ଜୀବନ ନୂଆ ବର୍ଷରେ ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ କହି ଘରୁ ବାହାରିଥିଲେ ରଞ୍ଜନ , କିନ୍ତୁ ପରଦିନ ସକାଳେ ବିଲ ମଝିରେ ମରି ... ଟୁଙ୍ଗୁରୁ ଭୋଳ ପରି ଭଲ ପାଇଲା, ଦେହସୁଖ ପରେ ଛାଡିଦେଲା। ୨୦୨୦ ରେ ଟୁଙ୍ଗୁରୁ- ବର୍ଷା, ୨୦୨୫ ରେ ଶିବା-ଆରତୀ। ସାଗବାହାଳୀ ରୁ ସାନ କେନ୍ଦୁଗୁଡାକୁ ରାସ୍ତା ନିର୍ମାଣ ପାଇଁ ଗ୍ରାମ ବାସୀଙ୍କ ଦାବି। କ୍ଷୁଦ୍ଧାମୁକ୍ତ ବିକଶିତ ସମାଜ ଗଠନ ପାଇଁ ପ୍ରାଥମିକ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଉସ୍ୱାତୀର କର୍ମୀ ସମ୍ମୀଳନୀରେ ଘୁ.... ନଳଗୋହିରା ଶିକ୍ଷା ବିକାଶ ମଞ୍ଚ ଓ ନେହେରୁ ଯୁବକେନ୍ଦ୍ର, ଭଦ୍ରକର ମିଳିତ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗି... ମିକ୍ସଚର ଫ୍ୟାକ୍ଟ୍ରି ରେ ଅଗ୍ନିକାଣ୍ଡ