ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ “ କ୍ରିଷ୍ଣା ”।

0

କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦିନ ଦ୍ବିପହରରେ ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ “ କ୍ରିଷ୍ଣା ”। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସଟିର ଅଧାକାଂଶ ଭାଗ ପୋଡ଼ି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ନିକଟରେ । ସୂଚନା ପ୍ରକାରେ ଦୀର୍ଘ ଦିନ ହେବ ବସଟି ରୁଟରେ ନଯାଇ ସ୍ଥାନୀୟ ଏସଡିପିଓଙ୍କ ସରକାରୀ କ୍ୱାର୍ଟର ଓ ଥାନା ପାଚେରୀ ମଝିରେ ଥିବା ରାସ୍ତା କଡ଼ରେ ଠିଆହୋଇ ରହିଥିଲା । ତେବେ ଠିଆ ହୋଇଥିବା ବସରେ କିଭଳି ନିଆଁ ଲାଗିଲା ସେନେଇ ଏଯାବତ୍ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ସେପଟେ କେଉଁ କାରଣରୁ ବସରେ ନିଆଁ ଲାଗିଲା ସେନେଇ ବାଲିଗୁଡ଼ା ପୋଲିସ୍ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ତେବେ ଠିଆ ହୋଇଥିବା ବସରେ କିଭଳି ନିଆଁ ଲାଗିଲା।

ରିପୋର୍ଟ : ଜ୍ୟୋତି ପ୍ରକାଶ ସାମନ୍ତରାୟ

Related Posts
1 of 4
Leave A Reply

Your email address will not be published.

error: Content is protected !!
Latest News
ବିଜେପିର ମିଶ୍ରଣ ପର୍ବ, ଭୁଶୁଡି ଯିବ କି ବିଜେଡି ଗଡ଼ । ଗଞ୍ଜାମ ଜିଲ୍ଲା କବି- ସୂର୍ଯ୍ୟନଗର ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଗରେ ଦୁଇ ଯୁବକ ଙ୍କୁ ଖଣ୍ଡା ରେ ସଂଘବଧ... ସାଇ ମନ୍ଦିରରୁ ସୁନା ଅଳଙ୍କାର ଚୋରି| ଭୟଙ୍କର ବିସ୍ପୋରଣ ରେ ଚାଲିଗଲ ୨ ଜଣକ ଜୀବନ ନୂଆ ବର୍ଷରେ ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ କହି ଘରୁ ବାହାରିଥିଲେ ରଞ୍ଜନ , କିନ୍ତୁ ପରଦିନ ସକାଳେ ବିଲ ମଝିରେ ମରି ... ଟୁଙ୍ଗୁରୁ ଭୋଳ ପରି ଭଲ ପାଇଲା, ଦେହସୁଖ ପରେ ଛାଡିଦେଲା। ୨୦୨୦ ରେ ଟୁଙ୍ଗୁରୁ- ବର୍ଷା, ୨୦୨୫ ରେ ଶିବା-ଆରତୀ। ସାଗବାହାଳୀ ରୁ ସାନ କେନ୍ଦୁଗୁଡାକୁ ରାସ୍ତା ନିର୍ମାଣ ପାଇଁ ଗ୍ରାମ ବାସୀଙ୍କ ଦାବି। କ୍ଷୁଦ୍ଧାମୁକ୍ତ ବିକଶିତ ସମାଜ ଗଠନ ପାଇଁ ପ୍ରାଥମିକ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଉସ୍ୱାତୀର କର୍ମୀ ସମ୍ମୀଳନୀରେ ଘୁ.... ନଳଗୋହିରା ଶିକ୍ଷା ବିକାଶ ମଞ୍ଚ ଓ ନେହେରୁ ଯୁବକେନ୍ଦ୍ର, ଭଦ୍ରକର ମିଳିତ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗି... ମିକ୍ସଚର ଫ୍ୟାକ୍ଟ୍ରି ରେ ଅଗ୍ନିକାଣ୍ଡ