ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବିପିନ କୁମାର ଦେହୁରୀ ।

0

ସୁବର୍ଣ୍ଣପୁର ୨୧। ୧୨ : ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବିପିନ କୁମାର ଦେହୁରୀ । ହିତାଧିକାରୀ ସୁନିଲ କୁମାର ମିଶ୍ରଙ୍କ ଠାରୁ ପିଏମଇଜିପି ଋଣ କରାଇ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ନିଜ କାର୍ଯ୍ୟଳୟରେ ସୁନିଲଙ୍କ ଠାରୁ ଟଙ୍କା ନେଉ ଥିବା ବେଳେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ ବିପିନ ଦେହୁରୀଙ୍କ ଉପରେ । ଏବେ ଭିଜିଲାନ୍ସ ବିଭାଗ ବିପିନ ଦେହୁରୀ ଙ୍କ ତିନୋଟି ସ୍ଥାନରେ ରେଡ କରୁଥିବା ସୂଚନା ମିଳିଛି।

ରିପୋର୍ଟ : ପବିତ୍ରସିଂହ ବରିହା

Leave A Reply

Your email address will not be published.

error: Content is protected !!
Latest News
ବିଜେପିର ମିଶ୍ରଣ ପର୍ବ, ଭୁଶୁଡି ଯିବ କି ବିଜେଡି ଗଡ଼ । ଗଞ୍ଜାମ ଜିଲ୍ଲା କବି- ସୂର୍ଯ୍ୟନଗର ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଗରେ ଦୁଇ ଯୁବକ ଙ୍କୁ ଖଣ୍ଡା ରେ ସଂଘବଧ... ସାଇ ମନ୍ଦିରରୁ ସୁନା ଅଳଙ୍କାର ଚୋରି| ଭୟଙ୍କର ବିସ୍ପୋରଣ ରେ ଚାଲିଗଲ ୨ ଜଣକ ଜୀବନ ନୂଆ ବର୍ଷରେ ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ କହି ଘରୁ ବାହାରିଥିଲେ ରଞ୍ଜନ , କିନ୍ତୁ ପରଦିନ ସକାଳେ ବିଲ ମଝିରେ ମରି ... ଟୁଙ୍ଗୁରୁ ଭୋଳ ପରି ଭଲ ପାଇଲା, ଦେହସୁଖ ପରେ ଛାଡିଦେଲା। ୨୦୨୦ ରେ ଟୁଙ୍ଗୁରୁ- ବର୍ଷା, ୨୦୨୫ ରେ ଶିବା-ଆରତୀ। ସାଗବାହାଳୀ ରୁ ସାନ କେନ୍ଦୁଗୁଡାକୁ ରାସ୍ତା ନିର୍ମାଣ ପାଇଁ ଗ୍ରାମ ବାସୀଙ୍କ ଦାବି। କ୍ଷୁଦ୍ଧାମୁକ୍ତ ବିକଶିତ ସମାଜ ଗଠନ ପାଇଁ ପ୍ରାଥମିକ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଉସ୍ୱାତୀର କର୍ମୀ ସମ୍ମୀଳନୀରେ ଘୁ.... ନଳଗୋହିରା ଶିକ୍ଷା ବିକାଶ ମଞ୍ଚ ଓ ନେହେରୁ ଯୁବକେନ୍ଦ୍ର, ଭଦ୍ରକର ମିଳିତ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗି... ମିକ୍ସଚର ଫ୍ୟାକ୍ଟ୍ରି ରେ ଅଗ୍ନିକାଣ୍ଡ